ଯିରିମୀୟ 5:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସଦାପ୍ରଭୁ କହନ୍ତି, ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ଆମ୍ଭ ବିରୁଦ୍ଧରେ ଅତ୍ୟନ୍ତ ବିଶ୍ୱାସଘାତକତା କରିଅଛନ୍ତି। Se kapitletପବିତ୍ର ବାଇବଲ (Re-edited) - (BSI)11 ସଦାପ୍ରଭୁ କହନ୍ତି, ଇସ୍ରାଏଲ-ବଂଶ ଓ ଯିହୁଦା-ବଂଶ ଆମ୍ଭ ବିରୁଦ୍ଧରେ ଅତ୍ୟ; ବିଶ୍ଵାସଘାତକତା କରିଅଛନ୍ତି। Se kapitletଓଡିଆ ବାଇବେଲ11 ସଦାପ୍ରଭୁ କହନ୍ତି, “ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ଆମ୍ଭ ବିରୁଦ୍ଧରେ ଅତ୍ୟନ୍ତ ବିଶ୍ୱାସଘାତକତା କରିଅଛନ୍ତି।” Se kapitletପବିତ୍ର ବାଇବଲ11 ସଦାପ୍ରଭୁ କହନ୍ତି, “ଏହିପରି କର କାରଣ ଇସ୍ରାଏଲ ଓ ଯିହୁଦା ପରିବାର ଆମ୍ଭ ବିରୁଦ୍ଧରେ ଅତ୍ୟନ୍ତ ପ୍ରତାରଣା କରିଅଛନ୍ତି।” Se kapitlet |