Online Bibel

- Annoncer -




ଯିରିମୀୟ 50:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସଦାପ୍ରଭୁ ଆପଣା ଅସ୍ତ୍ରାଗାର ଫିଟାଇ ଆପଣା କ୍ରୋଧରୂପ ଅସ୍ତ୍ରସବୁ ବାହାର କରି ଆଣିଅଛନ୍ତି, କାରଣ କଲ୍‍ଦୀୟମାନଙ୍କ ଦେଶରେ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କର ଗୋଟିଏ କାର୍ଯ୍ୟ କରିବାର ଅଛି।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

25 ସଦାପ୍ରଭୁ ଆପଣା ଅସ୍ତ୍ରାଗାର ଫିଟାଇ ଆପଣା କ୍ରୋଧରୂପ ଅସ୍ତ୍ରସବୁ ବାହାର କରି ଆଣିଅଛନ୍ତି, କାରଣ କଲ୍ଦୀୟମାନଙ୍କ ଦେଶରେ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କର ଗୋଟିଏ କାର୍ଯ୍ୟ କରିବାର ଅଛି।

Se kapitlet Kopi

ଓଡିଆ ବାଇବେଲ

25 ସଦାପ୍ରଭୁ ଆପଣା ଅସ୍ତ୍ରାଗାର ଫିଟାଇ ଆପଣା କ୍ରୋଧରୂପ ଅସ୍ତ୍ରସବୁ ବାହାର କରି ଆଣିଅଛନ୍ତି, କାରଣ କଲ୍‍ଦୀୟମାନଙ୍କ ଦେଶରେ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କର ଗୋଟିଏ କାର୍ଯ୍ୟ କରିବାର ଅଛି।

Se kapitlet Kopi

ପବିତ୍ର ବାଇବଲ

25 ସଦାପ୍ରଭୁ ଆପଣା ଅସ୍ତ୍ରାଗାର ଫିଟାଇ ଆପଣା କ୍ରୋଧରୂପ ଅସ୍ତ୍ରସବୁ ବାହାର କରି ଆଣିଛନ୍ତି। କାରଣ ସୈନ୍ୟାଧିପତି ସଦାପ୍ରଭୁଙ୍କର କ‌‌ଲ୍‌‌ଦୀୟମାନଙ୍କ ଦେଶରେ ସେମାନଙ୍କ ପାଇଁ କିଛି କରିବାର ଅଛି।

Se kapitlet Kopi




ଯିରିମୀୟ 50:25

Følg os:

Annoncer


Annoncer