Online Bibel

- Annoncer -




ଯିରିମୀୟ 50:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ସଦାପ୍ରଭୁ କହନ୍ତି, ପରମେଶ୍ୱର ସଦୋମ, ହମୋରା ଓ ତନ୍ନିକଟବର୍ତ୍ତୀ ନଗରସବୁ ଉତ୍ପାଟନ କଲା ବେଳେ ଯେରୂପ ହୋଇଥିଲା, ସେରୂପ କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟପୁତ୍ର ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

40 ସଦାପ୍ରଭୁ କହନ୍ତି, ପରମେଶ୍ଵର ସଦୋମ, ହମୋରା ଓ ତନ୍ନିକଟବର୍ତ୍ତୀ ନଗରସବୁ ଉତ୍ପାଟନ କଲା ବେଳେ ଯେରୂପ ହୋଇଥିଲା, ସେରୂପ କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟପୁତ୍ର ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।

Se kapitlet Kopi

ଓଡିଆ ବାଇବେଲ

40 ସଦାପ୍ରଭୁ କହନ୍ତି, “ପରମେଶ୍ୱର ସଦୋମ, ହମୋରା ଓ ତନ୍ନିକଟବର୍ତ୍ତୀ ନଗରସବୁ ଉତ୍ପାଟନ କଲା ବେଳେ ଯେରୂପ ହୋଇଥିଲା, ସେରୂପ କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟପୁତ୍ର ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।

Se kapitlet Kopi

ପବିତ୍ର ବାଇବଲ

40 ସଦାପ୍ରଭୁ କହନ୍ତି, “ପରମେଶ୍ୱର ସଦୋମ, ହମୋରା ଓ ତନ୍ନିକଟବର୍ତ୍ତୀ ନଗରସବୁ ଯେଉଁପରି ଧ୍ୱଂସ କରିଥିଲେ, ସେହିପରି ବାବିଲ ଧ୍ୱଂସ ପାଇବ। ସେଠାରେ କେହି ବାସ କରିବେ ନାହିଁ କି ମନୁଷ୍ୟପୁତ୍ର ତହିଁରେ ପ୍ରବାସ କରିବେ ନାହିଁ।”

Se kapitlet Kopi




ଯିରିମୀୟ 50:40

Følg os:

Annoncer


Annoncer