ଯିରିମୀୟ 51:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 “ବାବିଲର ରାଜା ନବୂଖଦ୍ନିତ୍ସର ମୋତେ ଗ୍ରାସ କରିଅଛି, ସେ ମୋତେ ଚୂର୍ଣ୍ଣ କରିଅଛି, ସେ ମୋତେ ଶୂନ୍ୟପାତ୍ର ସ୍ୱରୂପ କରିଅଛି, ସେ ନାଗସର୍ପ ପରି ମୋତେ ଗ୍ରାସ କରିଅଛି, ମୋହର ସୁଖାଦ୍ୟ ଦ୍ରବ୍ୟରେ ସେ ଉଦର ପୂର୍ଣ୍ଣ କରିଅଛି, ସେ ମୋତେ ଦୂର କରିଦେଇଅଛି।” Se kapitletପବିତ୍ର ବାଇବଲ (Re-edited) - (BSI)34 ବାବିଲର ରାଜା ନବୂଖଦ୍ନିତ୍ସର ମୋତେ ଗ୍ରାସ କରିଅଛି, ସେ ମୋତେ ଚୂର୍ଣ୍ଣ କରିଅଛି, ସେ ମୋତେ ଶୂନ୍ୟପାତ୍ର ସ୍ଵରୂପ କରିଅଛି, ସେ ନାଗସର୍ପ ପରି ମୋତେ ଗ୍ରାସ କରିଅଛି, ମୋହର ସୁଖାଦ୍ୟ ଦ୍ରବ୍ୟରେ ସେ ଉଦର ପୂର୍ଣ୍ଣ କରିଅଛି, ସେ ମୋତେ ଦୂର କରି ଦେଇଅଛି। Se kapitletଓଡିଆ ବାଇବେଲ34 ‘ବାବିଲର ରାଜା ନବୂଖଦ୍ନିତ୍ସର ମୋତେ ଗ୍ରାସ କରିଅଛି, ସେ ମୋତେ ଚୂର୍ଣ୍ଣ କରିଅଛି, ସେ ମୋତେ ଶୂନ୍ୟପାତ୍ର ସ୍ୱରୂପ କରିଅଛି, ସେ ନାଗସର୍ପ ପରି ମୋତେ ଗ୍ରାସ କରିଅଛି, ମୋହର ସୁଖାଦ୍ୟ ଦ୍ରବ୍ୟରେ ସେ ଉଦର ପୂର୍ଣ୍ଣ କରିଅଛି, ସେ ମୋତେ ଦୂର କରି ଦେଇଅଛି।’ Se kapitletପବିତ୍ର ବାଇବଲ34 ସିୟୋନର ଲୋକମାନେ କହିବେ, “ବାବିଲର ରାଜା ନବୂଖଦ୍ନିତ୍ସର ଆମ୍ଭମାନଙ୍କୁ ଗ୍ରାସ କରିଅଛି, ସେ ଆମ୍ଭମାନଙ୍କୁ ଚୂର୍ଣ୍ଣ କରିଅଛି। ସେ ଆମ୍ଭମାନଙ୍କୁ ଶୂନ୍ୟପାତ୍ର ସଦୃଶ କରିଅଛି। ସେ ଆମ୍ଭମାନଙ୍କୁ ନାଗସାପ ସଦୃଶ ଗ୍ରାସ କରିଅଛି। ଆମ୍ଭମାନଙ୍କର ସୁଖାଦ୍ୟ ଦ୍ରବ୍ୟରେ ସେ ଉଦର ପୂର୍ଣ୍ଣ କରିଅଛି ଓ ସେ ଆମ୍ଭମାନଙ୍କୁ ଦୂରକୁ ଫିଙ୍ଗି ଦେଇଅଛି। Se kapitlet |