ଯିରିମୀୟ 8:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି, ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କନ୍ୟାର କ୍ଷତ ଉପରେ ଉପରେ ସୁସ୍ଥ କରନ୍ତି। Se kapitletପବିତ୍ର ବାଇବଲ (Re-edited) - (BSI)11 ପୁଣି, ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି, ଶାନ୍ତି ବୋଲି କହି ଆମ୍ଭ ଲୋକମାନଙ୍କ କନ୍ୟାର କ୍ଷତ ଉପରେ ଉପରେ ସୁସ୍ଥ କରନ୍ତି। Se kapitletଓଡିଆ ବାଇବେଲ11 ପୁଣି, ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି, ଶାନ୍ତି ବୋଲି କହି ଆମ୍ଭ ଲୋକମାନଙ୍କ କନ୍ୟାର କ୍ଷତ ଉପରେ ଉପରେ ସୁସ୍ଥ କରନ୍ତି। Se kapitletପବିତ୍ର ବାଇବଲ11 ଯଦିଓ ମୋର ଲୋକମାନେ ଗୁରୁତର ଭାବରେ ଆଘାତପ୍ରାପ୍ତ ହୋଇଛନ୍ତି। ଏଠାରେ “ଶାନ୍ତି” ଅଛି, ବୋଲି କହି ସେମାନେ ସହଜରେ ସେମାନଙ୍କୁ ଆରୋଗ୍ୟ କରିବା ପାଇଁ ଚେଷ୍ଟା କରନ୍ତି। ସେତେବେଳେ ସେଠାରେ କୌଣସି ‘ଶାନ୍ତି’ ନ ଥାଏ। Se kapitlet |