ଯୋୟେଲ 1:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ହେ ଇସ୍ରାଏଲର ପ୍ରାଚୀନଗଣ, ତୁମ୍ଭେମାନେ ଏହି କଥା ଶୁଣ, ଆଉ ହେ ଦେଶନିବାସୀସକଳ, ତୁମ୍ଭେମାନେ କର୍ଣ୍ଣପାତ କର। ତୁମ୍ଭମାନଙ୍କ ସମୟରେ କିଅବା ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସମୟରେ କି ଏହା ଘଟିଅଛି? Se kapitletପବିତ୍ର ବାଇବଲ (Re-edited) - (BSI)2 ହେ ପ୍ରାଚୀନଗଣ, ତୁମ୍ଭେମାନେ ଏହି କଥା ଶୁଣ, ଆଉ ହେ ଦେଶନିବାସୀସକଳ, ତୁମ୍ଭେମାନେ କର୍ଣ୍ଣପାତ କର। ତୁମ୍ଭେମାନଙ୍କ ସମୟରେ କିଅବା ତୁମ୍ଭମାନଙ୍କର ପିତୃପୁରୁଷ-ଗଣର ସମୟରେ କି ଏହା ଘଟିଅଛି? Se kapitletଓଡିଆ ବାଇବେଲ2 ହେ ଇସ୍ରାଏଲର ପ୍ରାଚୀନଗଣ, ତୁମ୍ଭେମାନେ ଏହି କଥା ଶୁଣ, ଆଉ ହେ ଦେଶନିବାସୀସକଳ, ତୁମ୍ଭେମାନେ କର୍ଣ୍ଣପାତ କର। ତୁମ୍ଭମାନଙ୍କ ସମୟରେ କିଅବା ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସମୟରେ କି ଏହା ଘଟିଅଛି ? Se kapitletପବିତ୍ର ବାଇବଲ2 ହେ ପ୍ରାଚୀନଗଣ, ତୁମ୍ଭେମାନେ ମୋର ଏହି ବାର୍ତ୍ତା ଶୁଣ। ହେ ସମସ୍ତ ଦେଶବାସୀ, ମୋର କଥା ପ୍ରତି କର୍ଣ୍ଣପାତ କର। ତୁମ୍ଭ ସମୟରେ କି ତୁମ୍ଭ ପିତୃପୁରୁଷଙ୍କ ସମୟରେ ଏପରି କିଛି ଘଟିଅଛି? ନା, ଏହା ଘଟି ନାହିଁ କି ଘଟି ନ ଥିଲା। Se kapitlet |