ବିଳାପ 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯେଉଁମାନେ ସୁଖାଦ୍ୟ ଭୋଜନ କଲେ, ସେମାନେ ଦାଣ୍ଡରେ ଅନାଥ ହୋଇଅଛନ୍ତି; ଯେଉଁମାନେ ସିନ୍ଦୂର ବର୍ଣ୍ଣ ବସ୍ତ୍ର ପିନ୍ଧି ପ୍ରତିପାଳିତ ହେଲେ, ସେମାନେ ଖତରାଶି ଅବଲମ୍ବନ କରନ୍ତି। Se kapitletପବିତ୍ର ବାଇବଲ (Re-edited) - (BSI)5 ଯେଉଁମାନେ ସୁଖାଦ୍ୟ ଭୋଜନ କଲେ, ସେମାନେ ଦାଣ୍ତରେ ଅନାଥ ହୋଇଅଛନ୍ତି; ଯେଉଁମାନେ ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧି ପ୍ରତିପାଳିତ ହେଲେ, ସେମାନେ ଖତରାଶି ଅବଲମ୍ଵନ କରନ୍ତି। Se kapitletଓଡିଆ ବାଇବେଲ5 ଯେଉଁମାନେ ସୁଖାଦ୍ୟ ଭୋଜନ କଲେ, ସେମାନେ ଦାଣ୍ଡରେ ଅନାଥ ହୋଇଅଛନ୍ତି; ଯେଉଁମାନେ ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧି ପ୍ରତିପାଳିତ ହେଲେ, ସେମାନେ ଖତରାଶି ଅବଲମ୍ବନ କରନ୍ତି। Se kapitletପବିତ୍ର ବାଇବଲ5 ଯେଉଁମାନେ ସୁଖାଦ୍ୟ ଭୋଜନ କରୁଥିଲେ, ସେମାନେ ବର୍ତ୍ତମାନ ରାସ୍ତାରେ ଅନାଥ ହୋଇଛନ୍ତି। ଯେଉଁମାନେ ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧି ପ୍ରତିପାଳିତ ହୋଇଥିଲେ। ସେମାନେ ଖତରାଶି ଅବଲମ୍ବନ କରୁଛନ୍ତି। Se kapitlet |