ଲେବୀୟ ପୁସ୍ତକ 16:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତହିଁରେ ସେହି ଛାଗ ଆପଣା ଉପରେ ସେମାନଙ୍କର ସମସ୍ତ ଅପରାଧ ବୋହି ନରଶୂନ୍ୟ ଦେଶକୁ ନେବ; ଆଉ ସେ ସେହି ସ୍ଥାନରେ ସେହି ଛାଗକୁ ଛାଡ଼ିଦେବ। Se kapitletପବିତ୍ର ବାଇବଲ (Re-edited) - (BSI)22 ତହିଁରେ ସେହି ଛାଗ ସେମାନଙ୍କର ସମସ୍ତ ଅପରାଧ ନରଶୂନ୍ୟ ଦେଶକୁ ଆପଣା ଉପରେ ବହି ନେବ; ଆଉ ସେ ସେହି ସ୍ଥାନରେ ସେହି ଛାଗକୁ ଛାଡ଼ିଦେବ। Se kapitletଓଡିଆ ବାଇବେଲ22 ତହିଁରେ ସେହି ଛାଗ ଆପଣା ଉପରେ ସେମାନଙ୍କର ସମସ୍ତ ଅପରାଧ ବୋହି ନରଶୂନ୍ୟ ଦେଶକୁ ନେବ; ଆଉ ସେ ସେହି ସ୍ଥାନରେ ସେହି ଛାଗକୁ ଛାଡ଼ିଦେବ। Se kapitletପବିତ୍ର ବାଇବଲ22 ତହୁଁ ସେହି ଛାଗ ସେମାନଙ୍କର ସମସ୍ତ ଅପରାଧ ଆପଣା ମସ୍ତକରେ ବହନ କରି ସେହି ଜନଶୂନ୍ୟ ଦେଶକୁ ନେଇଯିବ। ତାକୁ ନେଇଥିବା ଲୋକଟି ସେହି ସ୍ଥାନରେ ସେ ଛାଗକୁ ଛାଡ଼ିଦେବ। Se kapitlet |