ଲେବୀୟ ପୁସ୍ତକ 19:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ, ତହିଁର ଭୋଜନକାରୀ ନିଜ ଅପରାଧ ବୋହିବ; କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କରିଅଛି; ଏଣୁକରି ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। Se kapitletପବିତ୍ର ବାଇବଲ (Re-edited) - (BSI)8 ଆଉ, ତହିଁର ଭୋକ୍ତା ନିଜ ଅପରାଧ ବହିବ; କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କଲା। ଏଣୁକରି ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। Se kapitletଓଡିଆ ବାଇବେଲ8 ଆଉ, ତହିଁର ଭୋଜନକାରୀ ନିଜ ଅପରାଧ ବୋହିବ; କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କରିଅଛି; ଏଣୁକରି ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। Se kapitletପବିତ୍ର ବାଇବଲ8 ଆଉ ତହିଁର ଭୋକ୍ତା ନିଜ ଅପରାଧ ବହନ କରିବ। କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କଲା। ତେଣୁ ନିଜ ଲୋକମାନଙ୍କଠାରୁ ପୃଥକ ରହିବ। Se kapitlet |