Online Bibel

- Annoncer -




ଲେବୀୟ ପୁସ୍ତକ 27:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ତାହା ଭଲ କି ମନ୍ଦ, ଏଥିର ସେ ଅନୁସନ୍ଧାନ କରିବ ନାହିଁ, କିଅବା ତହିଁର ବଦଳ କରିବ ନାହିଁ; ପୁଣି ଯଦି ସେ କୌଣସିମତେ ବଦଳ କରେ, ତେବେ ତାହା ଓ ତାହା ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ, ତାହା ମୁକ୍ତ କରାଯିବ ନାହିଁ।”

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

33 ତାହା ଭଲ କି ମନ୍ଦ, ଏଥିର ସେ ଅନୁସନ୍ଧାନ କରିବ ନାହିଁ, କିଅବା ତହିଁର ବଦଳ କରିବ ନାହିଁ; ପୁଣି ଯେବେ ସେ କୌଣସିମତେ ବଦଳ କରେ, ତେବେ ତାହା ଓ ତାହା ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ, ତାହା ମୁକ୍ତ କରାଯିବ ନାହିଁ।

Se kapitlet Kopi

ଓଡିଆ ବାଇବେଲ

33 ତାହା ଭଲ କି ମନ୍ଦ, ଏଥିର ସେ ଅନୁସନ୍ଧାନ କରିବ ନାହିଁ, କିଅବା ତହିଁର ବଦଳ କରିବ ନାହିଁ; ପୁଣି ଯଦି ସେ କୌଣସିମତେ ବଦଳ କରେ, ତେବେ ତାହା ଓ ତାହା ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ, ତାହା ମୁକ୍ତ କରାଯିବ ନାହିଁ।”

Se kapitlet Kopi

ପବିତ୍ର ବାଇବଲ

33 ତାହା ଭଲ କି ମନ୍ଦ ପଶୁ ମାଲିକ ଅନୁସନ୍ଧାନ କରିବ ନାହିଁ। ଆଉ ମଧ୍ୟ ତାହା ବଦଳ କରିବ ନାହିଁ। ଯଦି ବଦଳ କରେ ତେବେ ଉଭୟ ପଶୁ ପବିତ୍ର ହେବେ ଓ ତାହା ମୁକ୍ତ କରାଯିବ ନାହିଁ।”

Se kapitlet Kopi




ଲେବୀୟ ପୁସ୍ତକ 27:33

Følg os:

Annoncer


Annoncer