ଲେବୀୟ ପୁସ୍ତକ 3:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅର୍ଥାତ୍, ତହିଁର ମେଦ, ସମସ୍ତ ମେଦମୟ ଲାଙ୍ଗୁଳ ମେରୁଦଣ୍ଡ ନିକଟରୁ ନେବ, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ, Se kapitletପବିତ୍ର ବାଇବଲ (Re-edited) - (BSI)9 ଏଉତ୍ତାରୁ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅର୍ଥାତ୍, ତହିଁର ମେଦ, ସମସ୍ତ ମେଦମୟ ଲାଙ୍ଗୁଳ ମେରୁଦଣ୍ତ ନିକଟରୁ ନେବ ଓ ଅନ୍ତ୍ର-ଆଚ୍ଛାଦକ ମେଦ ଓ ଅନ୍ତ୍ର ଉପରିସ୍ଥ ସମସ୍ତ ମେଦ Se kapitletଓଡିଆ ବାଇବେଲ9 ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅର୍ଥାତ୍, ତହିଁର ମେଦ, ସମସ୍ତ ମେଦମୟ ଲାଙ୍ଗୁଳ ମେରୁଦଣ୍ଡ ନିକଟରୁ ନେବ, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ, Se kapitletପବିତ୍ର ବାଇବଲ9 ଏହା ପରେ ସେହି ମଙ୍ଗଳାର୍ଥକ ନୈବେଦ୍ୟରୁ ଏକ ଅଂଶ ନୈବେଦ୍ୟ ସଦାପ୍ରଭୁଙ୍କ ପାଇଁ ଉପହାର ରୂପେ ହେବ। ସେ ତା'ର ମେଦ, ସମସ୍ତ ମେଦମୟ ଲାଙ୍ଗୁଳ, ମେରୁଦଣ୍ଡ ନିକଟରୁ କାଟି ନେବ। ସମସ୍ତ ମେଦ ଉପରିସ୍ଥ ଅଂଶ ଏବଂ ଏହାର ଅନ୍ତ ଅଂଶଗୁଡ଼ିକ ନୈବେଦ୍ୟ ହେବ। Se kapitlet |