Online Bibel

- Annoncer -




ଲେବୀୟ ପୁସ୍ତକ 4:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ଯଦି ତାହାକୁ ଜ୍ଞାତ କରାଯାଏ, ତେବେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଏକ ନିଖୁନ୍ତ ଛାଗୀ ଉପହାର ଆଣିବ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

28 ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ଯେବେ ତାହାକୁ ଜ୍ଞାତ କରାଯାଏ, ତେବେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଏକ ନିଖୁନ୍ତ ଛାଗୀ ଉପହାର ଆଣିବ।

Se kapitlet Kopi

ଓଡିଆ ବାଇବେଲ

28 ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ଯଦି ତାହାକୁ ଜ୍ଞାତ କରାଯାଏ, ତେବେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଏକ ନିଖୁନ୍ତ ଛାଗୀ ଉପହାର ଆଣିବ।

Se kapitlet Kopi

ପବିତ୍ର ବାଇବଲ

28 ଯଦି ସେହି ଲୋକ ତା'ର ପାପ ବିଷୟରେ ଜ୍ଞାତ ହୁଏ, ତେବେ ସେ ତା'ର କୃତ ପାପ ନିମନ୍ତେ ଏକ ନିଖୁଣ ଛାଗୀ ଉତ୍ସର୍ଗ କରିବ।

Se kapitlet Kopi




ଲେବୀୟ ପୁସ୍ତକ 4:28

Følg os:

Annoncer


Annoncer