ଲେବୀୟ ପୁସ୍ତକ 5:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି ସେ ଯାଜକ ନିକଟକୁ ସେମାନଙ୍କୁ ଆଣିବ, ତହୁଁ ଯାଜକ ପ୍ରଥମେ ପାପାର୍ଥକ ବଳି ଉତ୍ସର୍ଗ କରି ତାହାର ବେକରୁ ମୁଣ୍ଡ ମୋଡ଼ିବ, ମାତ୍ର ଦୁଇ ଖଣ୍ଡ କରିବ ନାହିଁ। Se kapitletପବିତ୍ର ବାଇବଲ (Re-edited) - (BSI)8 ପୁଣି ସେ ଯାଜକ ନିକଟକୁ ସେମାନଙ୍କୁ ଆଣିବ, ତହୁଁ ଯାଜକ ପ୍ରଥମେ ପାପାର୍ଥକ ବଳି ଉତ୍ସର୍ଗ କରି ତାହାର ବେକରୁ ମୁଣ୍ତ ମୋଡ଼ିବ, ମାତ୍ର ଦୁଇ ଖଣ୍ତ କରିବ ନାହିଁ। Se kapitletଓଡିଆ ବାଇବେଲ8 ପୁଣି ସେ ଯାଜକ ନିକଟକୁ ସେମାନଙ୍କୁ ଆଣିବ, ତହୁଁ ଯାଜକ ପ୍ରଥମେ ପାପାର୍ଥକ ବଳି ଉତ୍ସର୍ଗ କରି ତାହାର ବେକରୁ ମୁଣ୍ଡ ମୋଡ଼ିବ, ମାତ୍ର ଦୁଇ ଖଣ୍ଡ କରିବ ନାହିଁ। Se kapitletପବିତ୍ର ବାଇବଲ8 ପୁଣି ସେ ସେଗୁଡ଼ିକୁ ଯାଜକ ନିକଟକୁ ଆଣିବ। ଯାଜକ ପ୍ରଥମେ ପାପାର୍ଥକ ନୈବେଦ୍ୟ ଉତ୍ସର୍ଗ କରି, ତା'ର ବେକରୁ ମୁଣ୍ଡ ମୋଡ଼ିବ ମାତ୍ର ତାକୁ ଦୁଇଭାଗ କରିବ ନାହିଁ। Se kapitlet |