ଲେବୀୟ ପୁସ୍ତକ 9:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଥିଉତ୍ତାରେ ସେମାନେ ତାଙ୍କ ନିକଟରେ ହୋମବଳିର ଖଣ୍ଡକୁ ଖଣ୍ଡ ମାଂସ ସହିତ ମସ୍ତକ ସମର୍ପଣ କଲେ; ତହିଁରେ ସେହି ସମସ୍ତ ସେ ବେଦି ଉପରେ ଦଗ୍ଧ କଲେ। Se kapitletପବିତ୍ର ବାଇବଲ (Re-edited) - (BSI)13 ଅନନ୍ତର ସେମାନେ ତାଙ୍କ ନିକଟରେ ହୋମବଳିର ଖଣ୍ତକୁ ଖଣ୍ତ ମାଂସ ଓ ମସ୍ତକ ସମର୍ପଣ କଲେ; ତହିଁରେ ସେ ସେହି ସକଳ ବେଦି ଉପରେ ଦଗ୍ଧ କଲେ। Se kapitletଓଡିଆ ବାଇବେଲ13 ଏଥିଉତ୍ତାରେ ସେମାନେ ତାଙ୍କ ନିକଟରେ ହୋମବଳିର ଖଣ୍ଡକୁ ଖଣ୍ଡ ମାଂସ ସହିତ ମସ୍ତକ ସମର୍ପଣ କଲେ; ତହିଁରେ ସେହି ସମସ୍ତ ସେ ବେଦି ଉପରେ ଦଗ୍ଧ କଲେ। Se kapitletପବିତ୍ର ବାଇବଲ13 ତା'ପରେ ତାଙ୍କର ପୁତ୍ରଗଣ ତାଙ୍କ ନିକଟରେ ହୋମବଳିର ଖଣ୍ଡ ଖଣ୍ଡ ମାଂସ ଓ ମସ୍ତକ ସମର୍ପଣ କଲେ। ସେ ସମସ୍ତ ଯଜ୍ଞବେଦି ଉପରେ ଦଗ୍ଧ କଲେ। Se kapitlet |