ଲୂକ ଲିଖିତ ସୁସମାଚାର 1:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଦୂତ ତାହାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ବରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ। Se kapitletପବିତ୍ର ବାଇବଲ (Re-edited) - (BSI)35 ଦୂତ ତାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ପରାତ୍ପରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ଵରଙ୍କ ପୁତ୍ର ବୋଲି ଖ୍ୟାତ ହେବେ। Se kapitletଓଡିଆ ବାଇବେଲ35 ଦୂତ ତାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ୱରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ୱରଙ୍କ ପୁତ୍ର ବୋଲି ଖ୍ୟାତ ହେବେ । Se kapitletପବିତ୍ର ବାଇବଲ (CL) NT (BSI)35 ସ୍ୱର୍ଗଦୂତ ଉତ୍ତର ଦେଲେ, “ପବିତ୍ର ଆତ୍ମା ତୁମ ଉପରେ ଅଧିଷ୍ଠାନ କରିବେ ଓ ଈଶ୍ୱରଙ୍କ ଶକ୍ତି ତୁମକୁ ଆବୃତ କରିବ। ଏହି ପବିତ୍ର ଶିଶୁ ଈଶ୍ୱରଙ୍କ ପୁତ୍ର ବୋଲି ଖ୍ୟାତ ହେବେ। Se kapitletପବିତ୍ର ବାଇବଲ35 ସ୍ୱର୍ଗଦୂତ ମରିୟମଙ୍କୁ କହିଲେ, “ପବିତ୍ରଆତ୍ମା ତୁମ୍ଭ ପାଖକୁ ଆସିବେ, ସର୍ବୋପରିସ୍ଥ ପରମେଶ୍ୱରଙ୍କ ଶକ୍ତି ତୁମ୍ଭକୁ ଆବରଣ କରିବ। ଏହିଭଳି ଭାବରେ ଜନ୍ମଗ୍ରହଣ କରୁଥିବା ବାଳକ ପବିତ୍ର ହେବେ। ସେ ପରମେଶ୍ୱରଙ୍କ ପୁତ୍ରଭାବରେ ଖ୍ୟାତ ହେବେ। Se kapitlet |