Online Bibel

- Annoncer -




ମଲାଖୀ 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମାତ୍ର ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ବିପଥଗମନ କରିଅଛ ଓ ଅନେକଙ୍କୁ ବ୍ୟବସ୍ଥା ପଥରେ ଝୁଣ୍ଟାଇ ଅଛ; ତୁମ୍ଭେମାନେ ଲେବୀର ନିୟମ ଭ୍ରଷ୍ଟ କରିଅଛ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

8 ମାତ୍ର ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ବିପଥଗମନ କରିଅଛ ଓ ଅନେକଙ୍କୁ ବ୍ୟବସ୍ଥା ପଥରେ ଝୁଣ୍ଟାଇ ଅଛ; ତୁମ୍ଭେମାନେ ଲେବୀର ନିୟମ ଭ୍ରଷ୍ଟ କରିଅଛ।

Se kapitlet Kopi

ଓଡିଆ ବାଇବେଲ

8 ମାତ୍ର ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ବିପଥଗମନ କରିଅଛ ଓ ଅନେକଙ୍କୁ ବ୍ୟବସ୍ଥା ପଥରେ ଝୁଣ୍ଟାଇ ଅଛ; ତୁମ୍ଭେମାନେ ଲେବୀର ନିୟମ ଭ୍ରଷ୍ଟ କରିଅଛ।”

Se kapitlet Kopi

ପବିତ୍ର ବାଇବଲ

8 “ମାତ୍ର ତୁମ୍ଭେ ଯାଜକଗଣ ଆମ୍ଭ ପଥରୁ ବିମୁଖ ହୋଇଛ ଏବଂ ତୁମ୍ଭେମାନେ ବହୁତ ଲୋକମାନଙ୍କୁ ଭୁଲ୍ ପଥରେ ଯିବା ପାଇଁ ଶିଖାଇଲ। ତୁମ୍ଭେମାନେ ଲେବୀଙ୍କ ସହିତ ହୋଇଥିବା ଚୁକ୍ତିକୁ ଲଙ୍ଘନ କଲ।” ସର୍ବଶକ୍ତିମାନ ସଦାପ୍ରଭୁ ଏହିକଥା କହିଥିଲେ।

Se kapitlet Kopi




ମଲାଖୀ 2:8

Følg os:

Annoncer


Annoncer