ମୀଖା 5:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ବ ନ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ, ତାହାର ତୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଠୀ ମଧ୍ୟରେ ରହିବେ। Se kapitletପବିତ୍ର ବାଇବଲ (Re-edited) - (BSI)7 ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ଵ ନ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ, ତାହାର ମୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଟୀ ମଧ୍ୟରେ ରହିବେ। Se kapitletଓଡିଆ ବାଇବେଲ7 ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ବ ନ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ, ତାହାର ତୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଠୀ ମଧ୍ୟରେ ରହିବେ। Se kapitletପବିତ୍ର ବାଇବଲ7 କିନ୍ତୁ ଯାକୁବର ଅବଶିଷ୍ଟାଂଶ, ବହୁ ଜାତି ମଧ୍ୟରେ ସଦାପ୍ରଭୁଙ୍କର ସକାଳର କାକରପରି ବିକ୍ଷିପ୍ତ ହେବେ, ଏବଂ କେବେ ମନୁଷ୍ୟମାନଙ୍କ ଉପରେ ନିର୍ଭରଶୀଳ ହେବେ ନାହିଁ। ଆଉ ମଧ୍ୟ ସେମାନେ ତୃଣ ଉପରେ ବୃଷ୍ଟି ସଦୃଶ ହେବେ ଏବଂ ମନୁଷ୍ୟମାନଙ୍କ ଉପରେ ଭରସା ରଖିବେ ନାହିଁ। Se kapitlet |