Online Bibel

- Annoncer -




ମୀଖା 7:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହାୟ, ମୁଁ ସନ୍ତାପର ପାତ୍ର! କାରଣ ଗ୍ରୀଷ୍ମକାଳୀନ ଫଳ ତୋଳିଲା ଉତ୍ତାରେ ଦ୍ରାକ୍ଷାଫଳ ସଂଗ୍ରହ କରିବାର ଯେପରି, ମୁଁ ସେହିପରି ହୋଇଅଛି; ଭୋଜନର ପାଇଁ ଗୋଟିଏ ଦ୍ରାକ୍ଷାପେଣ୍ଡା ନାହିଁ; ମୋର ପ୍ରାଣ ଆଦ୍ୟପକ୍ୱ ଡିମ୍ବିରି ଫଳ ଲାଳସା କରେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

1 ହାୟ, ମୁଁ ସନ୍ତାପର ପାତ୍ର ! କାରଣ ଗ୍ରୀଷ୍ମକାଳୀନ ଫଳ ତୋଳିଲା ଉତ୍ତାରେ ଦ୍ରାକ୍ଷାଫଳ ସଂଗ୍ରହ କରିବାର ଯେପରି, ମୁଁ ସେପରି ହୋଇଅଛି; ଭୋଜନର ପାଇଁ ଗୋଟିଏ ଦ୍ରାକ୍ଷାପେଣ୍ତା ନାହିଁ, ମୋର ପ୍ରାଣ ପ୍ରଥମ ପକ୍ଵ ଡିମିରି ଫଳ ଲାଳସା କରେ।

Se kapitlet Kopi

ଓଡିଆ ବାଇବେଲ

1 ହାୟ, ମୁଁ ସନ୍ତାପର ପାତ୍ର ! କାରଣ ଗ୍ରୀଷ୍ମକାଳୀନ ଫଳ ତୋଳିଲା ଉତ୍ତାରେ ଦ୍ରାକ୍ଷାଫଳ ସଂଗ୍ରହ କରିବାର ଯେପରି, ମୁଁ ସେହିପରି ହୋଇଅଛି; ଭୋଜନର ପାଇଁ ଗୋଟିଏ ଦ୍ରାକ୍ଷାପେଣ୍ଡା ନାହିଁ; ମୋର ପ୍ରାଣ ଆଦ୍ୟପକ୍ୱ ଡିମ୍ୱିରି ଫଳ ଲାଳସା କରେ।

Se kapitlet Kopi

ପବିତ୍ର ବାଇବଲ

1 ମୁଁ ବିବ୍ରତ, କାରଣ ଫଳ ତୋଳିଲା ପରେ ଫଳ ବଗିଗ୍ଭ ଶ୍ରୀହୀନ ହେଲାପରି ମୁଁ ହୋଇଅଛି ଏବଂ ଦ୍ରାକ୍ଷାଲତାରୁ ଦ୍ରାକ୍ଷାଫଳ ତୋଳା ସରିଗଲା ପରି ମୁଁ ହୋଇଅଛି। ଗୋଟିଏ ହେଲେ ଫଳ ଦ୍ରାକ୍ଷାଲତାରେ ଖାଇବାକୁ ନାହିଁ କି ମୋର ପ୍ରିୟ ପ୍ରଥମ ପକ୍ୱ ଡିମ୍ବିରି ଫଳ ନାହିଁ।

Se kapitlet Kopi




ମୀଖା 7:1

Følg os:

Annoncer


Annoncer