ଗଣନା ପୁସ୍ତକ 1:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ। Se kapitletପବିତ୍ର ବାଇବଲ (Re-edited) - (BSI)4 ପୁଣି ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ। Se kapitletଓଡିଆ ବାଇବେଲ4 ପୁଣି, ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ। Se kapitletପବିତ୍ର ବାଇବଲ4 ପ୍ରତ୍ୟେକ ପରିବାରବର୍ଗରୁ ଜଣେ ଅର୍ଥାତ୍ ପରିବାରବର୍ଗର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହାୟକ ହେବ। Se kapitlet |