ଗଣନା ପୁସ୍ତକ 15:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତୁମ୍ଭେମାନେ ଆପଣା ଆପଣା ପ୍ରଥମ ସୂଜିରୁ ଉତ୍ତୋଳନୀୟ ଉପହାର ନିମନ୍ତେ ଏକ ପିଠା ଉତ୍ସର୍ଗ କରିବ; ଯେପରି ଶସ୍ୟମର୍ଦ୍ଦନ ସ୍ଥାନର ଉତ୍ତୋଳନୀୟ ଉପହାର, ସେପରି ତାହା ଉତ୍ତୋଳନ କରିବ। Se kapitletପବିତ୍ର ବାଇବଲ (Re-edited) - (BSI)20 ତୁମ୍ଭେମାନେ ଆପଣା ଆପଣା ପ୍ରଥମ ସୂଜିରୁ ଉତ୍ତୋଳନୀୟ ଉପହାର ନିମନ୍ତେ ଏକ ପିଠା ଉତ୍ସର୍ଗ କରିବ; ଯେପରି ଶସ୍ୟମର୍ଦ୍ଦନ ସ୍ଥାନର ଉତ୍ତୋଳନୀୟ ଉପହାର, ସେପରି ତାହା ଉତ୍ତୋଳନ କରିବ। Se kapitletଓଡିଆ ବାଇବେଲ20 ତୁମ୍ଭେମାନେ ଆପଣା ଆପଣା ପ୍ରଥମ ସୂଜିରୁ ଉତ୍ତୋଳନୀୟ ଉପହାର ନିମନ୍ତେ ଏକ ପିଠା ଉତ୍ସର୍ଗ କରିବ; ଯେପରି ଶସ୍ୟମର୍ଦ୍ଦନ ସ୍ଥାନର ଉତ୍ତୋଳନୀୟ ଉପହାର, ସେପରି ତାହା ଉତ୍ତୋଳନ କରିବ। Se kapitletପବିତ୍ର ବାଇବଲ20 ତୁମ୍ଭେମାନେ ନିଜ ନିଜ ପ୍ରଥମ ଶସ୍ୟରୁ ଉତ୍ତୋଳନୀୟ ଉପହାର ନିମନ୍ତେ ଏକ ପିଠା ଉତ୍ସର୍ଗ କରିବ। ଯେପରି ଶସ୍ୟ ମର୍ଦ୍ଦନ ସ୍ଥାନରେ ଉତ୍ତୋଳନୀୟ ଉପହାର, ସେହିପରି ତାହା ଉତ୍ତୋଳନ କରିବା ଉଚିତ୍। Se kapitlet |