ଗଣନା ପୁସ୍ତକ 21:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଥିରେ ସୀହୋନ ଆପଣା ସୀମା ଦେଇ ଇସ୍ରାଏଲକୁ ଯିବା ପାଇଁ ଦେଲେ ନାହିଁ; ମାତ୍ର ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଇସ୍ରାଏଲର ପ୍ରତିକୂଳରେ ପ୍ରାନ୍ତରକୁ ବାହାର ହେଲେ, ପୁଣି, ଯହସରେ ଉପସ୍ଥିତ ହୋଇ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ। Se kapitletପବିତ୍ର ବାଇବଲ (Re-edited) - (BSI)23 ଏଥିରେ ସୀହୋନ ଆପଣା ସୀମା ଦେଇ ଇସ୍ରାଏଲକୁ ଯିବା ପାଇଁ ଦେଲେ ନାହିଁ; ମାତ୍ର ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଇସ୍ରାଏଲର ପ୍ରତିକୂଳରେ ପ୍ରାନ୍ତରକୁ ବାହାର ହେଲେ, ପୁଣି ଯହସରେ ଉପସ୍ଥିତ ହୋଇ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ। Se kapitletଓଡିଆ ବାଇବେଲ23 ଏଥିରେ ସୀହୋନ ଆପଣା ସୀମା ଦେଇ ଇସ୍ରାଏଲକୁ ଯିବା ପାଇଁ ଦେଲେ ନାହିଁ; ମାତ୍ର ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଇସ୍ରାଏଲର ପ୍ରତିକୂଳରେ ପ୍ରାନ୍ତରକୁ ବାହାର ହେଲେ, ପୁଣି, ଯହସରେ ଉପସ୍ଥିତ ହୋଇ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ। Se kapitletପବିତ୍ର ବାଇବଲ23 ମାତ୍ର ସୀହୋନର ରାଜା ଆପଣା ଦେଶ ମଧ୍ୟଦେଇ ଇସ୍ରାଏଲକୁ ଯାତ୍ରା କରିବାକୁ ଦେଲେ ନାହିଁ। ସେ ଆପଣାର ସମସ୍ତ ଲୋକଙ୍କୁ ଏକତ୍ରିତ କରି ଇସ୍ରାଏଲ ବିରୁଦ୍ଧରେ ବାହାରିଲେ। ଯହସଠାରେ ପହଞ୍ଚି ସେ ଇସ୍ରାଏଲର ବିରୁଦ୍ଧରେ ଯୁଦ୍ଧ କଲେ। Se kapitlet |