ଗଣନା ପୁସ୍ତକ 28:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆହୁରି ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହେବ। Se kapitletପବିତ୍ର ବାଇବଲ (Re-edited) - (BSI)16 ଆହୁରି ପ୍ରଥମ ମାସରେ, ସେହି ମାସର ଚତୁର୍ଦ୍ଦଶ ଦିନରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହେବ। Se kapitletଓଡିଆ ବାଇବେଲ16 ଆହୁରି ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହେବ। Se kapitletପବିତ୍ର ବାଇବଲ16 “ପ୍ରଥମ ମାସର ଚତୁର୍ଦ୍ଦଶ ଦିବସରେ ସଦାପ୍ରଭୁଙ୍କର ନିସ୍ତାରପର୍ବ ହେବ। Se kapitlet |