ଗଣନା ପୁସ୍ତକ 32:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛନ୍ତି, ପାର ହୋଇ ସେହି ଦେଶକୁ ଯିବା ପାଇଁ କାହିଁକି ସେମାନଙ୍କ ମନକୁ ସାହସହୀନ କରୁଅଛ? Se kapitletପବିତ୍ର ବାଇବଲ (Re-edited) - (BSI)7 ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛନ୍ତି, ପାର ହୋଇ ସେହି ଦେଶକୁ ଯିବା ପାଇଁ କିହେତୁ ସେମାନଙ୍କ ମନକୁ ସାହସହୀନ କରୁଅଛ? Se kapitletଓଡିଆ ବାଇବେଲ7 ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛନ୍ତି, ପାର ହୋଇ ସେହି ଦେଶକୁ ଯିବା ପାଇଁ କାହିଁକି ସେମାନଙ୍କ ମନକୁ ସାହସହୀନ କରୁଅଛ ? Se kapitletପବିତ୍ର ବାଇବଲ7 ସଦାପ୍ରଭୁ ଇସ୍ରାଏଲର ଲୋକମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ନଦୀ ପାର ହୋଇ ସେ ଦେଶକୁ ଯିବା ପାଇଁ ତୁମ୍ଭେମାନେ କାହିଁକି ସେମାନଙ୍କୁ ନିରୁତ୍ସାହିତ କରୁଛ? Se kapitlet |