Online Bibel

- Annoncer -




ଗଣନା ପୁସ୍ତକ 33:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ମାରାରୁ ଯାତ୍ରା କରି ଏଲୀମରେ ଉପସ୍ଥିତ ହେଲେ; ସେହି ଏଲୀମରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ଏଣୁ ସେମାନେ ସେହି ସ୍ଥାନରେ ଛାଉଣି ସ୍ଥାପନ କଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି ମାରାରୁ ଯାତ୍ରା କରି ଏଲୀମରେ ଉପସ୍ଥିତ ହେଲେ; ସେହି ଏଲୀମରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ଏଣୁ ସେମାନେ ସେହି ସ୍ଥାନରେ ଛାଉଣି ସ୍ଥାପନ କଲେ।

Se kapitlet Kopi

ଓଡିଆ ବାଇବେଲ

9 ପୁଣି, ମାରାରୁ ଯାତ୍ରା କରି ଏଲୀମରେ ଉପସ୍ଥିତ ହେଲେ; ସେହି ଏଲୀମରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ଏଣୁ ସେମାନେ ସେହି ସ୍ଥାନରେ ଛାଉଣି ସ୍ଥାପନ କଲେ।

Se kapitlet Kopi

ପବିତ୍ର ବାଇବଲ

9 ପୁଣି ମାରାରୁ ଯାତ୍ରା କରି ଏଲୀମରେ ଉପସ୍ଥିତ ହେଲେ; ସେହି ଏଲୀମରେ ବାର ଝରଣା ଓ ସତୁରି ଖଜୁରୀ ଗଛ ଥିଲା। ଏଣୁ ସେମାନେ ସେହି ସ୍ଥାନରେ ଛାଉଣି ସ୍ଥାପନ କଲେ।

Se kapitlet Kopi




ଗଣନା ପୁସ୍ତକ 33:9

Følg os:

Annoncer


Annoncer