ଗଣନା ପୁସ୍ତକ 35:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି-ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ। Se kapitletପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ। Se kapitletଓଡିଆ ବାଇବେଲ2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ। Se kapitletପବିତ୍ର ବାଇବଲ2 “ଇସ୍ରାଏଲର ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ଆପଣା ଆପଣା ଅଧିକୃତ ଭାଗରୁ କେତେକ ବସତି ନଗର ଲେବୀୟମାନଙ୍କୁ ଦିଅନ୍ତୁ। ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନ ଓ ସେ ସବୁର ଚତୁର୍ଦ୍ଦିଗସ୍ଥ ଗ୍ଭରଣଭୂମି ଦେବ। Se kapitlet |