ଗଣନା ପୁସ୍ତକ 35:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ତୁମ୍ଭେମାନେ ନଗରର ବାହାରେ ତହିଁର ପୂର୍ବ ସୀମା ଦୁଇ ସହସ୍ର ହସ୍ତ, ଦକ୍ଷିଣ ସୀମା ଦୁଇ ସହସ୍ର ହସ୍ତ, ପଶ୍ଚିମ ସୀମା ଦୁଇ ସହସ୍ର ହସ୍ତ ଓ ଉତ୍ତର ସୀମା ଦୁଇ ସହସ୍ର ହସ୍ତ ପରିମିତ କରିବ; ନଗର ତହିଁର ମଧ୍ୟସ୍ଥଳରେ ରହିବ। ଏହା ସେମାନଙ୍କ ନଗରର ତଳିଭୂମି ହେବ। Se kapitletପବିତ୍ର ବାଇବଲ (Re-edited) - (BSI)5 ପୁଣି ତୁମ୍ଭେମାନେ ନଗରର ବାହାରେ ତହିଁର ପୂର୍ବ ସୀମା ଦୁଇ ସହସ୍ର ହସ୍ତ ଓ ଦକ୍ଷିଣ ସୀମା ଦୁଇ ସହସ୍ର ହସ୍ତ ଓ ପଶ୍ଚିମ ସୀମା ଦୁଇ ସହସ୍ର ହସ୍ତ ଓ ଉତ୍ତର ସୀମା ଦୁଇ ସହସ୍ର ହସ୍ତ ପରିମିତ କରିବ; ନଗର ତହିଁର ମଧ୍ୟସ୍ଥଳରେ ରହିବ। ଏହା ସେମାନଙ୍କ ନଗରର ତଳିଭୂମି ହେବ। Se kapitletଓଡିଆ ବାଇବେଲ5 ପୁଣି, ତୁମ୍ଭେମାନେ ନଗରର ବାହାରେ ତହିଁର ପୂର୍ବ ସୀମା ଦୁଇ ସହସ୍ର ହସ୍ତ, ଦକ୍ଷିଣ ସୀମା ଦୁଇ ସହସ୍ର ହସ୍ତ, ପଶ୍ଚିମ ସୀମା ଦୁଇ ସହସ୍ର ହସ୍ତ ଓ ଉତ୍ତର ସୀମା ଦୁଇ ସହସ୍ର ହସ୍ତ ପରିମିତ କରିବ; ନଗର ତହିଁର ମଧ୍ୟସ୍ଥଳରେ ରହିବ। ଏହା ସେମାନଙ୍କ ନଗରର ତଳିଭୂମି ହେବ। Se kapitletପବିତ୍ର ବାଇବଲ5 ଚତୁର୍ପାର୍ଶ୍ୱର ଖୋଲା ମାପ 3,000 ଫୁଟ ହେବ। ନଗରଟି ସେହି ଭୂମିର ମଝିରେ ରହିବ। ତାହା ନଗର ପାଇଁ ଗ୍ଭରଣଭୂମି ହେବ। Se kapitlet |