ଗଣନା ପୁସ୍ତକ 4:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିଉତ୍ତାରେ ସେମାନେ ଦର୍ଶନୀୟ ରୁଟିର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ, ତହିଁ ଉପରେ ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୁଟି ରହିବ। Se kapitletପବିତ୍ର ବାଇବଲ (Re-edited) - (BSI)7 ଅନନ୍ତର ସେମାନେ ଦର୍ଶନୀୟ ରୋଟୀର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ ଓ ତହିଁ ଉପରେ ଥାଳୀ ଓ ଚମସ ଓ ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୋଟୀ ରହିବ। Se kapitletଓଡିଆ ବାଇବେଲ7 ଏଥିଉତ୍ତାରେ ସେମାନେ ଦର୍ଶନୀୟ ରୁଟିର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ, ତହିଁ ଉପରେ ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୁଟି ରହିବ। Se kapitletପବିତ୍ର ବାଇବଲ7 “ଏହା ପରେ ସେମାନେ ପବିତ୍ର ମେଜ ଉପରେ ନୀଳବର୍ଣ୍ଣର ଏକ ବସ୍ତ୍ର ବିଛାଇବା ଉଚିତ୍ ଏବଂ ତାହା ଉପରେ ଥାଳୀ, ଗ୍ଭମଚ, ପାତ୍ର ଜାର୍ ପେୟନୈବେଦ୍ୟ ରଖିବା ଉଚିତ୍। ଦର୍ଶନୀୟ ରୋଟୀ ସବୁବେଳେ ସେଥିରେ ରଖିବା ଉଚିତ୍। Se kapitlet |