ଗଣନା ପୁସ୍ତକ 5:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ପବିତ୍ର ବସ୍ତୁ ମଧ୍ୟରୁ ଯେତେ ଉତ୍ତୋଳନୀୟ ଉପହାର ଯାଜକ ନିକଟକୁ ଆଣନ୍ତି, ତାହାସବୁ ତାହାର ହେବ। Se kapitletପବିତ୍ର ବାଇବଲ (Re-edited) - (BSI)9 ପୁଣି ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ପବିତ୍ର ବସ୍ତୁ ମଧ୍ୟରୁ ଯେତେ ଉତ୍ତୋଳନୀୟ ଉପହାର ଯାଜକ ନିକଟକୁ ଆଣନ୍ତି, ତାହାସବୁ ତାହାର ହେବ। Se kapitletଓଡିଆ ବାଇବେଲ9 ପୁଣି, ଇସ୍ରାଏଲ ସନ୍ତାନଗଣ ଆପଣାମାନଙ୍କ ପବିତ୍ର ବସ୍ତୁ ମଧ୍ୟରୁ ଯେତେ ଉତ୍ତୋଳନୀୟ ଉପହାର ଯାଜକ ନିକଟକୁ ଆଣନ୍ତି, ତାହାସବୁ ତାହାର ହେବ। Se kapitletପବିତ୍ର ବାଇବଲ9 “ଇସ୍ରାଏଲ ଲୋକମାନେ ନିଜ ନିଜ ପବିତ୍ର-ବସ୍ତୁ ମଧ୍ୟରୁ ଯାହା ଯାହା ଉପହାର ଯାଜକ ନିକଟକୁ ଆଣନ୍ତି, ତାହା ସବୁ ତାହାର ହେବ। Se kapitlet |