ଗଣନା ପୁସ୍ତକ 9:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ ଯେକୌଣସି ସମୟରେ ତମ୍ବୁ ଉପରୁ ସେହି ମେଘ ଉପରକୁ ନିଆଗଲା, ସେତେବେଳେ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କଲେ; ପୁଣି, ସେହି ମେଘ ଯେଉଁଠାରେ ରହିଲା, ଇସ୍ରାଏଲ-ସନ୍ତାନଗଣ ସେହିଠାରେ ଛାଉଣି ସ୍ଥାପନ କଲେ। Se kapitletପବିତ୍ର ବାଇବଲ (Re-edited) - (BSI)17 ଆଉ ଯେକୌଣସି ସମୟରେ ତମ୍ଵୁ ଉପରୁ ସେହି ମେଘ ଉପରକୁ ନିଆଗଲା, ସେସମୟ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କଲେ; ପୁଣି ସେହି ମେଘ ଯେଉଁଠାରେ ରହିଲା, ଇସ୍ରାଏଲ-ସନ୍ତାନଗଣ ସେହିଠାରେ ଛାଉଣି ସ୍ଥାପନ କଲେ। Se kapitletଓଡିଆ ବାଇବେଲ17 ଆଉ ଯେକୌଣସି ସମୟରେ ତମ୍ବୁ ଉପରୁ ସେହି ମେଘ ଉପରକୁ ନିଆଗଲା, ସେତେବେଳେ ଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କଲେ; ପୁଣି, ସେହି ମେଘ ଯେଉଁଠାରେ ରହିଲା, ଇସ୍ରାଏଲ ସନ୍ତାନଗଣ ସେହିଠାରେ ଛାଉଣି ସ୍ଥାପନ କଲେ। Se kapitletପବିତ୍ର ବାଇବଲ17 ପୁଣି ଯେତେବେଳେ ସେହି ମେଘ ପବିତ୍ର ତମ୍ବୁ ଉପରୁ ଗତି କଲା, ସେତେବେଳେ ଇସ୍ରାଏଲର ଲୋକମାନେ ଯାତ୍ରା କଲେ, ପୁଣି ସେହି ମେଘ ଯେଉଁଠାରେ ରହିଲା, ଇସ୍ରାଏଲର ଲୋକମାନେ ସେହିଠାରେ ଛାଉଣି ସ୍ଥାପନ କଲେ। Se kapitlet |