ହିତୋପଦେଶ 1:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛବୋଧ କରନ୍ତି। Se kapitletପବିତ୍ର ବାଇବଲ (Re-edited) - (BSI)7 ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛ ବୋଧ କରନ୍ତି। Se kapitletଓଡିଆ ବାଇବେଲ7 ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛ ବୋଧ କରନ୍ତି। Se kapitletପବିତ୍ର ବାଇବଲ7 ପ୍ରଥମେ ସଦାପ୍ରଭୁଙ୍କୁ ସମ୍ମାନ କରିବା ଏବଂ ସଦାପ୍ରଭୁଙ୍କ ବାକ୍ୟ ମାନି ଚଳିବା ଜଣେ ବ୍ୟକ୍ତି ଏହା ଶିକ୍ଷା କରିବା ଉଚିତ୍। ଏଥିରେ ତୁମ୍ଭର ବାସ୍ତବ ଜ୍ଞାନ ବୃଦ୍ଧି ଘଟିବ। କିନ୍ତୁ ନିର୍ବୋଧଲୋକମାନେ ଜ୍ଞାନ ଓ ଉପଦେଶକୁ ତୁଚ୍ଛ କରନ୍ତି। Se kapitlet |