Online Bibel

- Annoncer -




ହିତୋପଦେଶ 7:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଯେପରି ଗୋରୁ ହତ ହେବାକୁ ଯାଏ ଓ ଯେପରି ବେଡ଼ି ପିନ୍ଧିବା ଲୋକ ନିର୍ବୋଧର ଦଣ୍ଡ ପାଇବାକୁ ଯାଏ, ସେହିପରି ସେ ସେହିକ୍ଷଣି ତାହାର ପଛେ ପଛେ ଗଲା।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

22 ଯେପରି ଗୋରୁ ହତ ହେବାକୁ ଯାଏ ଓ ଯେପରି ବେଡ଼ି ପିନ୍ଧିବା ଲୋକ ନିର୍ବୋଧର ଦଣ୍ତ ପାଇବାକୁ ଯାଏ, ସେପରି ସେ ସେହିକ୍ଷଣି ତାହାର ପଛେ ପଛେ ଗଲା।

Se kapitlet Kopi

ଓଡିଆ ବାଇବେଲ

22 ଯେପରି ଗୋରୁ ହତ ହେବାକୁ ଯାଏ ଓ ଯେପରି ବେଡ଼ି ପିନ୍ଧିବା ଲୋକ ନିର୍ବୋଧର ଦଣ୍ଡ ପାଇବାକୁ ଯାଏ, ସେହିପରି ସେ ସେହିକ୍ଷଣି ତାହାର ପଛେ ପଛେ ଗଲା।

Se kapitlet Kopi

ପବିତ୍ର ବାଇବଲ

22 ସେ ତା'ର ପଥ ଅନୁସରଣ କଲା, ଯେପରି ଗୋରୁ କଂସେଇଖାନାକୁ ଯାଏ। ସେ ଜଣେ ହରିଣ ପରି ଜାଲ ଭିତରକୁ ଗ୍ଭଲି ଯାଉଥିଲା।

Se kapitlet Kopi




ହିତୋପଦେଶ 7:22

Følg os:

Annoncer


Annoncer