ଗୀତସଂହିତା 7:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ସଦାପ୍ରଭୋ ମୋʼ ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଅଛି; ମୋʼ ପଛେ ଗୋଡ଼ାଇବା ସମସ୍ତ ଲୋକଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର, Se kapitletପବିତ୍ର ବାଇବଲ (Re-edited) - (BSI)1 ହେ ସଦାପ୍ରଭୋ ମୋʼ ପରମେଶ୍ଵର, ମୁଁ ତୁମ୍ଭଠାରେ ଶରଣ ନେଉଅଛି; ମୋʼ ପଛେ ଗୋଡ଼ାଇବା ସମସ୍ତ ଲୋକଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର; Se kapitletଓଡିଆ ବାଇବେଲ1 ହେ ସଦାପ୍ରଭୁ ମୋ’ ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଅଛି; ମୋ’ ପଛେ ଗୋଡ଼ାଇବା ସମସ୍ତ ଲୋକଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର, Se kapitletପବିତ୍ର ବାଇବଲ1 ହେ ସଦାପ୍ରଭୁ ମୋର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଛି। ମୋ’ ପଛରେ ଗୋଡ଼ାଇଥିବା ଲୋକମାନଙ୍କଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର। Se kapitlet |