ଏଫିସୀୟ 3:7 - ପବିତ୍ର ବାଇବଲ (CL) NT (BSI)7 ଈଶ୍ୱର ତାଙ୍କର ଶକ୍ତି ପ୍ରୟୋଗ କରି ମୋତେ ଯେଉଁ ବଶେଷ ଦାନ ଦେଇଛନ୍ତି, ସେଥିଯୋଗୁଁ ମୁଁ ସୁସମାଚାର ପ୍ରଚାରକ ହୋଇଅଛି। Se kapitletପବିତ୍ର ବାଇବଲ (Re-edited) - (BSI)7 ଈଶ୍ଵରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି। Se kapitletଓଡିଆ ବାଇବେଲ7 ଈଶ୍ୱରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଈଶ୍ବରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି। Se kapitletପବିତ୍ର ବାଇବଲ7 ପରମେଶ୍ୱରଙ୍କ ବିଶେଷ ଅନୁଗ୍ରହର ଦାନ ଦ୍ୱାରା ମୁଁ ସୁସମାଗ୍ଭର କହିବା ପାଇଁ ଜଣେ ସେବକ ହେଲି। ପରମେଶ୍ୱର ତାହାଙ୍କର କାର୍ଯ୍ୟକାରୀ ଶକ୍ତି ବଳରେ ମୋତେ ଏହି ଅନୁଗ୍ରହ ଦାନ କଲେ। Se kapitlet |