ଫିଲିପୀୟ 4:16 - ପବିତ୍ର ବାଇବଲ (CL) NT (BSI)16 ମୁଁ ଥେସଲନିକୀରେ ଥିବା ସମୟରେ ତୁମ୍ଭେମାନେ ବହୁ ବାର ମୋ’ ପାଖକୁ ଆବଶ୍ୟକୀୟ ସାହାଯ୍ୟ ପଠାଇଥିଲ। Se kapitletପବିତ୍ର ବାଇବଲ (Re-edited) - (BSI)16 କାରଣ ଥେସଲନୀକୀରେ ମୁଁ ଥିବା ସମୟରେ ସୁଦ୍ଧା ତୁମ୍ଭେମାନେ ମୋହର ଅଭାବ ମୋଚନ ନିମନ୍ତେ ଥରେ, ହଁ, ଦୁଇ ଥର ଦାନ ପଠାଇଥିଲ। Se kapitletଓଡିଆ ବାଇବେଲ16 କାରଣ ଥେସଲନୀକୀରେ ମୁଁ ଥିବା ସମୟରେ ସୁଦ୍ଧା ତୁମ୍ଭେମାନେ ମୋହର ଅଭାବ ମୋଚନ ନିମନ୍ତେ ଥରେ, ହଁ, ଦୁଇ ଥର ଦାନ ପଠାଇଥିଲ । Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କାରଣ ମୁଁ ଥେସଲନୀକୀ ସହରରେ ଥିବା ସମୟରେ ସୁଦ୍ଧା ତୁମ୍ଭେମାନେ ମୋହର ଅଭାବ ମୋଚନ ନିମନ୍ତେ ଥରେ, ହଁ, ଦୁଇ ଥର ଦାନ ପଠାଇଥିଲ। Se kapitletପବିତ୍ର ବାଇବଲ16 ଥେସଲନୀକୀ ନଗରରେ ଥିଲାବେଳେ ତୁମ୍ଭେମାନେ ଅନେକ ଥର ମୋର ଆବଶ୍ୟକତା ପୂରଣ କରିବାକୁ ଜିନିଷମାନ ପଠାଇଛ। Se kapitlet |