ଫିଲିପୀୟ 4:6 - ପବିତ୍ର ବାଇବଲ (CL) NT (BSI)6 କୌଣସି ବିଷୟରେ ବ୍ୟସ୍ତ ହୁଅ ନାହିଁ। କିନ୍ତୁ ତୁମର ଯାହା ଆବଶ୍ୟକ, ତାହା ପ୍ରାର୍ଥନାରେ ଈଶ୍ୱରଙ୍କୁ ମାଗ। ପୁଣି ପ୍ରାର୍ଥନା କରିବା ବେଳେ ସର୍ବଦା ହୃଦୟର ଧନ୍ୟବାଦ ଜ୍ଞାପନ କର; Se kapitletପବିତ୍ର ବାଇବଲ (Re-edited) - (BSI)6 କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ଵାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ଵରଙ୍କ ନିକଟରେ ଜଣାଅ। Se kapitletଓଡିଆ ବାଇବେଲ6 କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ୱରଙ୍କ ନିକଟରେ ଜଣାଅ । Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ। Se kapitletପବିତ୍ର ବାଇବଲ6 କୌଣସି କଥା ପାଇଁ ଚିନ୍ତିତ ହୁଅ ନାହିଁ। ତୁମ୍ଭର ଯାହା ଦରକାର, ପରମେଶ୍ୱରଙ୍କୁ ପ୍ରାର୍ଥନା କରି ମାଗ। ପ୍ରାର୍ଥନା କଲାବେଳେ ସଦା ଧନ୍ୟବାଦ ଦିଅ। Se kapitlet |