Online Bibel

- Annoncer -




1 ବଂଶାବଳୀ 29:11 - ପବିତ୍ର ବାଇବଲ

11 ମହାନତା, ପରାକ୍ରମ, ମହିମା, ବିଜୟ ଓ ଗୌରବ ତୁମ୍ଭର ଅଟେ। କାରଣ ସ୍ୱର୍ଗ ଓ ପୃଥିବୀସ୍ଥ ସମସ୍ତ ବିଷୟ ତୁମ୍ଭର ଅଟେ; ହେ ସଦାପ୍ରଭୁ, ରାଜ୍ୟ ତୁମ୍ଭର ଅଟେ। ତୁମ୍ଭେ ହିଁ ସକଳ ବିଷୟର ମୁଖ୍ୟ ରୂପେ ପ୍ରଶଂସିତ ହୋଇଅଛ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

11 ହେ ସଦାପ୍ରଭୋ, ମହତ୍ତ୍ଵ ଓ ପରାକ୍ରମ ଓ ଶୋଭା ଓ ଜୟ ଓ ପ୍ରତାପ ତୁମ୍ଭର; କାରଣ ସ୍ଵର୍ଗରେ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୋ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ।

Se kapitlet Kopi

ଓଡିଆ ବାଇବେଲ

11 ହେ ସଦାପ୍ରଭୁ, ମହତ୍ତ୍ୱ, ପରାକ୍ରମ, ଶୋଭା, ଜୟ ଓ ପ୍ରତାପ ତୁମ୍ଭର; କାରଣ, ସ୍ୱର୍ଗ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୁ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ହେ ସଦାପ୍ରଭୋ, ମହତ୍ତ୍ୱ, ପରାକ୍ରମ, ଶୋଭା, ଜୟ ଓ ପ୍ରତାପ ତୁମ୍ଭର; କାରଣ, ସ୍ୱର୍ଗ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୋ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ।

Se kapitlet Kopi




1 ବଂଶାବଳୀ 29:11

Følg os:

Annoncer


Annoncer