1 ବଂଶାବଳୀ 29:14 - ପବିତ୍ର ବାଇବଲ14 ଆମ୍ଭେମାନେ କିଏ ଯେ ଏପରି ସ୍ୱେଚ୍ଛାପୂର୍ବକ ଦାନ କରିବାକୁ ସମର୍ଥ ହେବୁ? ଏହି ସମସ୍ତ ବସ୍ତୁ ମୋ'ଠାରୁ କିଅବା ମୋର ଲୋକମାନଙ୍କଠାରୁ ଆସି ନାହିଁ। ଏହି ସମସ୍ତ ବସ୍ତୁ ତୁମ୍ଭଠାରୁ ଆସେ, ତୁମ୍ଭଠାରୁ ଯାହା ଆସିଅଛି, ଆମ୍ଭେ କେବଳ ତାହା ତୁମ୍ଭକୁ ଦେଇଅଛୁ। Se kapitletପବିତ୍ର ବାଇବଲ (Re-edited) - (BSI)14 ମାତ୍ର ମୁଁ କିଏ ଓ ମୋହର ଲୋକମାନେ କିଏ ଯେ, ଆମ୍ଭେମାନେ ଏପରି ସ୍ଵେଚ୍ଛାପୂର୍ବକ ଏପ୍ରକାର ଦାନ କରିବାକୁ ସମର୍ଥ ହେବୁ? କାରଣ ସମଗ୍ର ବିଷୟ ତୁମ୍ଭଠାରୁ ଆସେ ଓ ତୁମ୍ଭ ନିଜ ପଦାର୍ଥରୁ ଆମ୍ଭେମାନେ ତୁମ୍ଭକୁ ଦେଇଅଛୁ। Se kapitletଓଡିଆ ବାଇବେଲ14 ମାତ୍ର, ମୁଁ କିଏ ଓ ମୋହର ଲୋକମାନେ କିଏ ଯେ, ଆମ୍ଭେମାନେ ଏପରି ସ୍ୱେଚ୍ଛାପୂର୍ବକ ଏପ୍ରକାର ଦାନ କରିବାକୁ ସମର୍ଥ ହେବୁ ? କାରଣ, ସମଗ୍ର ବିଷୟ ତୁମ୍ଭଠାରୁ ଆସେ ଓ ତୁମ୍ଭ ନିଜ ପଦାର୍ଥରୁ ଆମ୍ଭେମାନେ ତୁମ୍ଭକୁ ଦେଇଅଛୁ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମାତ୍ର, ମୁଁ କିଏ ଓ ମୋହର ଲୋକମାନେ କିଏ ଯେ, ଆମ୍ଭେମାନେ ଏପରି ସ୍ୱେଚ୍ଛାପୂର୍ବକ ଏପ୍ରକାର ଦାନ କରିବାକୁ ସମର୍ଥ ହେବୁ? କାରଣ, ସମଗ୍ର ବିଷୟ ତୁମ୍ଭଠାରୁ ଆସେ ଓ ତୁମ୍ଭ ନିଜ ପଦାର୍ଥରୁ ଆମ୍ଭେମାନେ ତୁମ୍ଭକୁ ଦେଇଅଛୁ। Se kapitlet |