1 ବଂଶାବଳୀ 29:3 - ପବିତ୍ର ବାଇବଲ3 ମୁଁ ମୋର ପରମେଶ୍ୱରଙ୍କ ମନ୍ଦିର ନିମନ୍ତେ ସୁବର୍ଣ୍ଣ ଓ ରୌପ୍ୟ ନିର୍ମିତ ଏକ ବିଶେଷ ଉପହାର ନିର୍ମାଣ କରୁଅଛି। ମୁଁ ଏହା କରୁଅଛି, କାରଣ ମୋର ପରମେଶ୍ୱରଙ୍କ ମନ୍ଦିର ନିର୍ମିତ ହେଉ ବୋଲି ମୁଁ ପ୍ରକୃତରେ ଗ୍ଭହେଁ। ଏହି ପବିତ୍ର ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ଏହି ସମସ୍ତ ବସ୍ତୁ ଦାନ କରୁଅଛି। Se kapitletପବିତ୍ର ବାଇବଲ (Re-edited) - (BSI)3 ଆହୁରି ମଧ୍ୟ ମୁଁ ଏହି ପବିତ୍ର ଗୃହ ନିମନ୍ତେ ଯାହାସବୁ ଆୟୋଜନ କରିଅଛି, ତାହା ଛଡ଼ା ଓ ତହିଁ ଉପରେ ମୋʼ ନିଜର ସୁନା ଓ ରୂପାର ଭଣ୍ତାର ଅଛି, ଆଉ ମୁଁ ମୋʼ ପରମେଶ୍ଵରଙ୍କ ଗୃହ ପ୍ରତି ଆପଣା ମନ ଆସକ୍ତ କରି ଥିବାରୁ ମୁଁ ତାହାସବୁ ଆପଣା ପରମେଶ୍ଵରଙ୍କ ଗୃହ ନିମନ୍ତେ ଦେଉଅଛି। Se kapitletଓଡିଆ ବାଇବେଲ3 ଆହୁରି ମଧ୍ୟ ମୁଁ ଏହି ପବିତ୍ର ଗୃହ ନିମନ୍ତେ ଯାହାସବୁ ଆୟୋଜନ କରିଅଛି, ତାହା ଛଡ଼ା ଓ ତହିଁ ଉପରେ ମୋ’ ନିଜର ସୁନା ଓ ରୂପାର ଭଣ୍ଡାର ଅଛି, ଆଉ ମୁଁ ମୋ’ ପରମେଶ୍ୱରଙ୍କ ଗୃହ ପ୍ରତି ଆପଣା ମନ ଆସକ୍ତ କରି ଥିବାରୁ ମୁଁ ତାହାସବୁ ଆପଣା ପରମେଶ୍ୱରଙ୍କ ଗୃହ ନିମନ୍ତେ ଦେଉଅଛି। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆହୁରି ମଧ୍ୟ ମୁଁ ଏହି ପବିତ୍ର ଗୃହ ନିମନ୍ତେ ଯାହାସବୁ ଆୟୋଜନ କରିଅଛି, ତାହା ଛଡ଼ା ଓ ତହିଁ ଉପରେ ମୋʼ ନିଜର ସୁନା ଓ ରୂପାର ଭଣ୍ଡାର ଅଛି, ଆଉ ମୁଁ ମୋʼ ପରମେଶ୍ୱରଙ୍କ ଗୃହ ପ୍ରତି ଆପଣା ମନ ଆସକ୍ତ କରିଥିବାରୁ ମୁଁ ତାହାସବୁ ଆପଣା ପରମେଶ୍ୱରଙ୍କ ଗୃହ ନିମନ୍ତେ ଦେଉଅଛି। Se kapitlet |