୧ କରିନ୍ଥୀୟ 1:8 - ପବିତ୍ର ବାଇବଲ8 ସେ ଶେଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ଦୃଢ଼ କରି ରଖିବେ, ଏବଂ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟ ଆସିବା ଦିନ ତୁମ୍ଭେମାନେ ନିର୍ଦ୍ଦୋଷ ଦେଖାଯିବ। Se kapitletପବିତ୍ର ବାଇବଲ (Re-edited) - (BSI)8 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ। Se kapitletଓଡିଆ ବାଇବେଲ8 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ । Se kapitletପବିତ୍ର ବାଇବଲ (CL) NT (BSI)8 ସେ ମଧ୍ୟ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ସୁରକ୍ଷା କରିବେ। ଫଳରେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ “ଦିବସ”ରେ ତୁମ୍ଭେମାନେ ନିର୍ଦ୍ଦୋଷ ବିବେଚିତ ହେବ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ। Se kapitlet |