1 ଶାମୁୟେଲ 1:17 - ପବିତ୍ର ବାଇବଲ17 ତହିଁରେ ଏଲି ଉତ୍ତର ଦେଲେ, “ଶାନ୍ତିରେ ଯାଅ, ଯାହା ତୁମ୍ଭେ ପରମେଶ୍ୱରଙ୍କଠାରେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ମନସ୍କାମନା ପୁରଣ କରନ୍ତୁ।” Se kapitletପବିତ୍ର ବାଇବଲ (Re-edited) - (BSI)17 ତହିଁରେ ଏଲି ଉତ୍ତର ଦେଇ କହିଲେ, କୁଶଳରେ ଯାଅ; ଯାହା ତୁମ୍ଭେ ମାଗିଲ, ଇସ୍ରାଏଲର ପରମେଶ୍ଵର ତୁମ୍ଭର ସେହି ନିବେଦନ ଅନୁସାରେ ତୁମ୍ଭକୁ ଦେଉନ୍ତୁ। Se kapitletଓଡିଆ ବାଇବେଲ17 ତହିଁରେ ଏଲି ଉତ୍ତର ଦେଇ କହିଲେ, କୁଶଳରେ ଯାଅ; ଯାହା ତୁମ୍ଭେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ସେହି ନିବେଦନ ଅନୁସାରେ ତୁମ୍ଭକୁ ଦେଉନ୍ତୁ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହିଁରେ ଏଲି ଉତ୍ତର ଦେଇ କହିଲେ, “କୁଶଳରେ ଯାଅ; ଯାହା ତୁମ୍ଭେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ସେହି ନିବେଦନ ଅନୁସାରେ ତୁମ୍ଭକୁ ଦେଉନ୍ତୁ।” Se kapitlet |