Online Bibel

- Annoncer -




1 ଶାମୁୟେଲ 1:28 - ପବିତ୍ର ବାଇବଲ

28 ସେଥିପାଇଁ ବର୍ତ୍ତମାନ ମୁଁ ତାକୁ ସଦାପ୍ରଭୁଙ୍କ ସେବା କରିବା ପାଇଁ ଉତ୍ସର୍ଗ କରୁଛି। ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉପାସନା କରିବ।” ଏହା ପରେ ସେମାନେ ସେଠାରେ ସଦାପ୍ରଭୁଙ୍କ ଆଗରେ ପ୍ରଣାମ କଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

28 ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦିତ ହେଲା, ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା।

Se kapitlet Kopi

ଓଡିଆ ବାଇବେଲ

28 ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ ହେଲା, ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ ହେଲା,” ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା।

Se kapitlet Kopi




1 ଶାମୁୟେଲ 1:28

Følg os:

Annoncer


Annoncer