୧ ଥେସଲନୀକୀୟ 4:3 - ପବିତ୍ର ବାଇବଲ3 ସେ ଗ୍ଭହାନ୍ତି ଯେ, ତୁମ୍ଭେମାନେ ଯୌନଗତ ପାପଗୁଡ଼ିକରୁ ଦୂରରେ ରୁହ। Se kapitletପବିତ୍ର ବାଇବଲ (Re-edited) - (BSI)3 କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଈଶ୍ଵରଙ୍କର ଇଚ୍ଛା, ଅର୍ଥାତ୍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ,, Se kapitletଓଡିଆ ବାଇବେଲ3 କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଈଶ୍ୱରଙ୍କ ଇଚ୍ଛା, ଅର୍ଥାତ୍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ, Se kapitletପବିତ୍ର ବାଇବଲ (CL) NT (BSI)3 ଈଶ୍ୱର ଚାହାଁନ୍ତି, ତୁମ୍ଭେମାନେ ିଜକୁ ଯୌନ ପାପରୁ ମୁକ୍ତ ରଖି ପବିତ୍ର ରୁହ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଈଶ୍ବରଙ୍କ ଇଚ୍ଛା, ଅର୍ଥାତ୍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ, Se kapitlet |