Online Bibel

- Annoncer -




2 ବଂଶାବଳୀ 1:10 - ପବିତ୍ର ବାଇବଲ

10 ମୋତେ ଜ୍ଞାନ ଓ ବୁଦ୍ଧି ଦିଅ, ଯେପରି ଏହି ଲୋକମାନଙ୍କୁ ମୁଁ ଉଚିତ୍ ମାର୍ଗରେ କଢ଼ାଇ ନେଇ ପାରିବି। ତୁମ୍ଭର ସାହାଯ୍ୟ ବିନା ଏହି ଲୋକମାନଙ୍କୁ କେହି ଶାସନ କରି ପାରିବ ନାହିଁ।”

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

10 ମୁଁ ଯେପରି ଏହି ଲୋକମାନଙ୍କ ସମ୍ମୁଖରେ ବାହାରେ ଯିବାକୁ ଭିତରେ ଆସିବାକୁ ପାରିବି, ଏଥିପାଇଁ ମୋତେ ଜ୍ଞାନ ଓ ବୁଦ୍ଧି ଦିଅ; କାରଣ ଏପରି ବୃହତ ତୁମ୍ଭର ଏହି ଗୋଷ୍ଠୀକି କିଏ ବିଚାର କରି ପାରିବ?

Se kapitlet Kopi

ଓଡିଆ ବାଇବେଲ

10 ମୁଁ ଯେପରି ଏହି ଲୋକମାନଙ୍କ ସମ୍ମୁଖରେ ବାହାରେ ଯିବାକୁ ଭିତରେ ଆସିବାକୁ ପାରିବି, ଏଥିପାଇଁ ମୋତେ ଜ୍ଞାନ ଓ ବୁଦ୍ଧି ଦିଅ; କାରଣ ଏପରି ବୃହତ୍ ତୁମ୍ଭର ଏହି ଗୋଷ୍ଠୀକି କିଏ ବିଚାର କରି ପାରିବ ?”

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମୁଁ ଯେପରି ଏହି ଲୋକମାନଙ୍କ ସମ୍ମୁଖରେ ବାହାରେ ଯିବାକୁ ଭିତରେ ଆସିବାକୁ ପାରିବି, ଏଥିପାଇଁ ମୋତେ ଜ୍ଞାନ ଓ ବୁଦ୍ଧି ଦିଅ; କାରଣ ଏପରି ବୃହତ ତୁମ୍ଭର ଏହି ଗୋଷ୍ଠୀକୁ କିଏ ବିଚାର କରି ପାରିବ?”

Se kapitlet Kopi




2 ବଂଶାବଳୀ 1:10

Følg os:

Annoncer


Annoncer