Online Bibel

- Annoncer -




2 ବଂଶାବଳୀ 1:15 - ପବିତ୍ର ବାଇବଲ

15 ଯେତେ ପରିମାଣରେ ପଥର, ଏରସ କାଠ, ସି‌କ୍‌ମୋର କାଠ ଯିରୁଶାଲମରେ ଥିଲା, ରାଜା ସେତେ ପରିମାଣର ସୁନା ଓ ରୂପା ଆଣିଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି ରାଜା ଯିରୂଶାଲମରେ ରୂପା ଓ ସୁନାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସକାଷ୍ଠକୁ ତଳଭୂମିସ୍ଥ ଡିମିରି ବୃକ୍ଷ ପରି କଲେ।

Se kapitlet Kopi

ଓଡିଆ ବାଇବେଲ

15 ପୁଣି ରାଜା ଯିରୂଶାଲମରେ ରୂପା ଓ ସୁନାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳ ଭୂମିସ୍ଥ ଡିମ୍ବିରି ବୃକ୍ଷ ପରି କଲେ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି ରାଜା ଯିରୂଶାଲମରେ ରୂପା ଓ ସୁନାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମ୍ବିରିବୃକ୍ଷ ପରି କଲେ।

Se kapitlet Kopi




2 ବଂଶାବଳୀ 1:15

Følg os:

Annoncer


Annoncer