Online Bibel

- Annoncer -




2 ବଂଶାବଳୀ 1:17 - ପବିତ୍ର ବାଇବଲ

17 ଶଲୋମନଙ୍କ ବେପାରିମାନେ ମିଶରରୁ ଗୋଟିଏ ରଥକୁ 600 ରୂପାମୁଦ୍ରା ଏବଂ ଗୋଟିଏ ଘୋଡ଼ାକୁ 150 ରୂପାମୁଦ୍ରା ଦେଇ କିଣିଲେ। ଏହା ପରେ ବେପାରିମାନେ ଘୋଡ଼ା ଓ ରଥସବୁ ହିତ୍ତୀୟ ଓ ଅରାମ ଲୋକମାନଙ୍କର ସମସ୍ତ ରାଜାମାନଙ୍କୁ ବିକିଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

17 ଆଉ ମିସରରୁ କ୍ରୀତ ଓ ଆନୀତ ଏକ ଏକ ରଥର ମୂଲ୍ୟ ଛଅ ଶହ ରୌପ୍ୟ ମୁଦ୍ରା ଓ ଏକ ଏକ ଅଶ୍ଵର ମୂଲ୍ୟ ଏକ ଶହ ପଚାଶ ମୁଦ୍ରା ଥିଲା; ଏହିରୂପେ ସେମାନଙ୍କ ଦ୍ଵାରା ହିତ୍ତୀୟ ଓ ଅରାମୀୟ ସମସ୍ତ ରାଜାଙ୍କ ନିମନ୍ତେ ହିଁ ସେସବୁ ଅଣାଯିବାର ରୀତି ଥିଲା।

Se kapitlet Kopi

ଓଡିଆ ବାଇବେଲ

17 ଆଉ ମିସରରୁ କ୍ରୀତ ଓ ଆନୀତ ଏକ ଏକ ରଥର ମୂଲ୍ୟ ଛଅ ଶହ ଶେକଲ ରୌପ୍ୟ ମୁଦ୍ରା ଓ ଏକ ଏକ ଅଶ୍ୱର ମୂଲ୍ୟ ଏକ ଶହ ପଚାଶ ଶେକଲ ରୌପ୍ୟ ମୁଦ୍ରା ଥିଲା; ଏହିରୂପେ ସେମାନଙ୍କ ଦ୍ୱାରା ହିତ୍ତୀୟ ଓ ଅରାମୀୟ ସମସ୍ତ ରାଜାଙ୍କ ନିମନ୍ତେ ହିଁ ସେହିସବୁ ଅଣାଯିବାର ରୀତି ଥିଲା।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ ମିସରରୁ କ୍ରୀତ ଓ ଆନୀତ ଏକ ଏକ ରଥର ମୂଲ୍ୟ ଛଅ ଶହ ଶେକଲ ରୌପ୍ୟ ମୁଦ୍ରା ଓ ଏକ ଏକ ଅଶ୍ୱର ମୂଲ୍ୟ ଏକ ଶହ ପଚାଶ ଶେକଲ ରୌପ୍ୟ ମୁଦ୍ରା ଥିଲା; ଏହିରୂପେ ସେମାନଙ୍କ ଦ୍ୱାରା ହିତ୍ତୀୟ ଓ ଅରାମୀୟ ସମସ୍ତ ରାଜାଙ୍କ ନିମନ୍ତେ ହିଁ ସେହି ସବୁ ଅଣାଯିବାର ରୀତି ଥିଲା।

Se kapitlet Kopi




2 ବଂଶାବଳୀ 1:17

Følg os:

Annoncer


Annoncer