2 ବଂଶାବଳୀ 1:6 - ପବିତ୍ର ବାଇବଲ6 ସମାଗମ-ତମ୍ବୁର ସମ୍ମୁଖରେ ସଦାପ୍ରଭୁଙ୍କ ଆଗରେ ପିତ୍ତଳ ବେଦି ଆଡ଼କୁ ଶଲୋମନ ଗଲେ। ବେଦି ଉପରେ ଶଲୋମନ 1,000 ଗୋଟି ସମ୍ପୂର୍ଣ୍ଣ ହୋମବଳି ଅର୍ପଣ କଲେ। Se kapitletପବିତ୍ର ବାଇବଲ (Re-edited) - (BSI)6 ପୁଣି, ଶଲୋମନ ସେଠାକୁ, ସମାଗମ-ତମ୍ଵୁ ନିକଟସ୍ଥ ସଦାପ୍ରଭୁଙ୍କ ସମ୍ମୁଖବର୍ତ୍ତୀ ପିତ୍ତଳମୟ ଯଜ୍ଞବେଦିକି ଯାଇ ତହିଁ ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ। Se kapitletଓଡିଆ ବାଇବେଲ6 ପୁଣି, ଶଲୋମନ ସେଠାକୁ, ସମାଗମ-ତମ୍ବୁ ନିକଟସ୍ଥ ସଦାପ୍ରଭୁଙ୍କ ସମ୍ମୁଖବର୍ତ୍ତୀ ପିତ୍ତଳମୟ ଯଜ୍ଞବେଦିକୁ ଯାଇ ତହିଁ ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ଶଲୋମନ ସେଠାକୁ, ସମାଗମ-ତମ୍ବୁ ନିକଟସ୍ଥ ସଦାପ୍ରଭୁଙ୍କ ସମ୍ମୁଖବର୍ତ୍ତୀ ପିତ୍ତଳମୟ ଯଜ୍ଞବେଦିକୁ ଯାଇ ତହିଁ ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ। Se kapitlet |