Online Bibel

- Annoncer -




2 ବଂଶାବଳୀ 10:1 - ପବିତ୍ର ବାଇବଲ

1 ରିହବିୟାମ୍ ଶିଖିମ୍ ସହରକୁ ଗଲେ, କାରଣ ଇସ୍ରାଏଲର ସମସ୍ତ ଲୋକ ତାଙ୍କୁ ରାଜା କରିବା ନିମନ୍ତେ ସେଠାକୁ ଯାଇଥିଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ରିହବୀୟାମ୍ ଶିଖିମକୁ ଗଲେ; କାରଣ ସମୁଦାୟ ଇସ୍ରାଏଲ ତାଙ୍କୁ ରାଜା କରିବା ନିମନ୍ତେ ଶିଖିମରେ ଉପସ୍ଥିତ ହୋଇଥିଲେ।

Se kapitlet Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ରିହବୀୟାମ ଶିଖିମକୁ ଗଲେ; କାରଣ ସମୁଦାୟ ଇସ୍ରାଏଲ ତାଙ୍କୁ ରାଜା କରିବା ନିମନ୍ତେ ଶିଖିମରେ ଉପସ୍ଥିତ ହୋଇଥିଲେ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ରିହବୀୟାମ ଶିଖିମକୁ ଗଲେ; କାରଣ ସମୁଦାୟ ଇସ୍ରାଏଲ ତାଙ୍କୁ ରାଜା କରିବା ନିମନ୍ତେ ଶିଖିମରେ ଉପସ୍ଥିତ ହୋଇଥିଲେ।

Se kapitlet Kopi




2 ବଂଶାବଳୀ 10:1

Følg os:

Annoncer


Annoncer