2 ବଂଶାବଳୀ 10:15 - ପବିତ୍ର ବାଇବଲ15 ତେଣୁ ରାଜା ରିହବିୟାମ୍ ବୃଦ୍ଧ ଲୋକମାନଙ୍କର କଥା ଶୁଣିଲେ ନାହିଁ। ପରମେଶ୍ୱର ଏହି ପ୍ରକାରେ ଏହିସବୁ ଘଟାଇଲେ। ସଦାପ୍ରଭୁ ଅହିୟଙ୍କ ମାଧ୍ୟମରେ ଯାରବିୟାମଙ୍କୁ ଯେଉଁ କଥା କହିଥିଲେ, ତାହା ଯେପରି ସଫଳ ହୁଏ, ଏହା ସେପରି ଘଟିଲା ଅହିୟ ଶିଲୋନୀୟ ଲୋକ ଥିଲେ, ଏବଂ ଯାରବିୟାମ୍ ନବାଟଙ୍କ ପୁତ୍ର ଥିଲେ। Se kapitletପବିତ୍ର ବାଇବଲ (Re-edited) - (BSI)15 ଏରୂପେ ରାଜା ଲୋକମାନଙ୍କ କଥା ଶୁଣିଲେ ନାହିଁ; କାରଣ ସଦାପ୍ରଭୁ ଶୀଲୋନୀୟ ଅହୀୟ ହାତରେ ନବାଟର ପୁତ୍ର ଯାରବୀୟାମ୍ଙ୍କୁ ଯାହା କହିଥିଲେ, ଆପଣାର ସେହି କଥା ସଫଳ କରିବା ନିମନ୍ତେ ଏହା ପରମେଶ୍ଵରଙ୍କ ଆଡ଼ୁ ଘଟିଲା। Se kapitletଓଡିଆ ବାଇବେଲ15 ଏରୂପେ ରାଜା ଲୋକମାନଙ୍କ କଥା ଶୁଣିଲେ ନାହିଁ; କାରଣ ସଦାପ୍ରଭୁ ଶୀଲୋନୀୟ ଅହୀୟ ହାତରେ ନବାଟର ପୁତ୍ର ଯାରବୀୟାମଙ୍କୁ ଯାହା କହିଥିଲେ, ଆପଣାର ସେହି କଥା ସଫଳ କରିବା ନିମନ୍ତେ ଏହା ପରମେଶ୍ୱରଙ୍କ ଆଡ଼ୁ ଘଟିଲା। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏରୂପେ ରାଜା ଲୋକମାନଙ୍କ କଥା ଶୁଣିଲେ ନାହିଁ; କାରଣ ସଦାପ୍ରଭୁ ଶୀଲୋନୀୟ ଅହୀୟ ହାତରେ ନବାଟର ପୁତ୍ର ଯାରବୀୟାମଙ୍କୁ ଯାହା କହିଥିଲେ, ଆପଣାର ସେହି କଥା ସଫଳ କରିବା ନିମନ୍ତେ ଏହା ପରମେଶ୍ୱରଙ୍କ ଆଡ଼ୁ ଘଟିଲା। Se kapitlet |