Online Bibel

- Annoncer -




2 ବଂଶାବଳୀ 10:8 - ପବିତ୍ର ବାଇବଲ

8 କିନ୍ତୁ ରିହବିୟାମ୍ ବୃଦ୍ଧ ଲୋକମାନେ ଦେଇଥିବା ଉପଦେଶକୁ ଗ୍ରହଣ କଲେ ନାହିଁ। ରିହବିୟାମ୍ ତାଙ୍କ ସଙ୍ଗେ ଏକତ୍ର ବଢ଼ିଥିବା ଓ ତାଙ୍କର ସେବା କରୁଥିବା ଯୁବା ଲୋକମାନଙ୍କ ସହିତ କଥା ହେଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

8 ମାତ୍ର ସେ ସେହି ପ୍ରାଚୀନମାନଙ୍କ ଦତ୍ତ ମନ୍ତ୍ରଣା ତ୍ୟାଗ କରି ଯେଉଁ ଯୁବାମାନେ ତାଙ୍କ ସଙ୍ଗେ ବଢ଼ି ତାଙ୍କ ସମ୍ମୁଖରେ ଛିଡ଼ା ହେଉଥିଲେ, ସେମାନଙ୍କ ସଙ୍ଗେ ମନ୍ତ୍ରଣା କଲେ।

Se kapitlet Kopi

ଓଡିଆ ବାଇବେଲ

8 ମାତ୍ର ସେ ସେହି ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି ଯେଉଁ ଯୁବାମାନେ ତାଙ୍କ ସଙ୍ଗେ ବଢ଼ି ତାଙ୍କ ସମ୍ମୁଖରେ ଠିଆ ହେଉଥିଲେ, ସେମାନଙ୍କ ସଙ୍ଗେ ପରାମର୍ଶ କଲେ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମାତ୍ର ସେ ସେହି ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି ଯେଉଁ ଯୁବାମାନେ ତାଙ୍କ ସଙ୍ଗେ ବଢ଼ି ତାଙ୍କ ସମ୍ମୁଖରେ ଠିଆ ହେଉଥିଲେ, ସେମାନଙ୍କ ସଙ୍ଗେ ପରାମର୍ଶ କଲେ।

Se kapitlet Kopi




2 ବଂଶାବଳୀ 10:8

Følg os:

Annoncer


Annoncer