Online Bibel

- Annoncer -




2 ବଂଶାବଳୀ 11:14 - ପବିତ୍ର ବାଇବଲ

14 ଲେବୀୟମାନେ ସେମାନଙ୍କର ତୃଣଭୂମି ଓ ନିଜର ସମ୍ପତ୍ତି ସବୁକୁ ପରିତ୍ୟାଗ କଲେ ଏବଂ ଯିହୁଦା ଓ ଯିରୁଶାଲମକୁ ଗ୍ଭଲି ଆସିଲେ। ରିହବିୟାମ୍ ଓ ତାଙ୍କର ପୁତ୍ରମାନେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ଯାଜକରୂପେ ସେବାକାର୍ଯ୍ୟ କରିବାକୁ ବାରଣ କରିବାରୁ ସେମାନେ ଏହିପରି କଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

14 କାରଣ ଲେବୀୟମାନେ ଆପଣା ଆପଣା (ନଗରର) ତଳିଭୂମି ଓ ଆପଣା ଆପଣା ଅଧିକାର ତ୍ୟାଗ କରି ଯିହୁଦା ଓ ଯିରୂଶାଲମକୁ ଆସିଲେ; ଯେହେତୁ ଯାରବୀୟାମ୍ ଓ ତାଙ୍କର ପୁତ୍ରଗଣ ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯାଜକର କାର୍ଯ୍ୟ କରିବାକୁ ନ ଦେଇ ତଡ଼ି ଦେଇଥିଲେ।

Se kapitlet Kopi

ଓଡିଆ ବାଇବେଲ

14 କାରଣ ଲେବୀୟମାନେ ଆପଣା ଆପଣା (ନଗରର) ତଳିଭୂମି ଓ ଆପଣା ଆପଣା ଅଧିକାର ତ୍ୟାଗ କରି ଯିହୁଦା ଓ ଯିରୂଶାଲମକୁ ଆସିଲେ; ଯେହେତୁ ଯାରବୀୟାମ୍‍ ଓ ତାଙ୍କର ପୁତ୍ରଗଣ ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯାଜକର କାର୍ଯ୍ୟ କରିବାକୁ ନ ଦେଇ ତଡ଼ି ଦେଇଥିଲେ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କାରଣ ଲେବୀୟମାନେ ଆପଣା ଆପଣା (ନଗରର) ତଳିଭୂମି ଓ ଆପଣା ଆପଣା ଅଧିକାର ତ୍ୟାଗ କରି ଯିହୁଦା ଓ ଯିରୂଶାଲମକୁ ଆସିଲେ; ଯେହେତୁ ଯାରବୀୟାମ ଓ ତାଙ୍କର ପୁତ୍ରଗଣ ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯାଜକର କାର୍ଯ୍ୟ କରିବାକୁ ନ ଦେଇ ତଡ଼ି ଦେଇଥିଲେ।

Se kapitlet Kopi




2 ବଂଶାବଳୀ 11:14

Følg os:

Annoncer


Annoncer